January 23, 2026

୨୪ ଘଣ୍ଟାରେ ଓଡ଼ିଶାରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ

 

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୫୫ରେ ପହଞ୍ଚିଛି।

ଚିହ୍ନଟ ୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୨୪୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୧୮୫ ରହିଛି।

ସେହିପରି ୫ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ, ଗଞ୍ଜାମରୁ ୩ଜଣ, ନୟାଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Spread the love