September 19, 2024

Satya News

odia news channel

ଡିସେମ୍ବର ୨୦ରୁ ରାଜ୍ୟରେ ଆରମ୍ଭ ହେବ ବାୟୁ ସ୍ବାସ୍ଥ୍ୟ ସେବା, ପ୍ରଥମ ପର୍ଯ୍ୟାୟରେ ୫ ଜିଲ୍ଲା ସାମିଲ

 

ଭୁବନେଶ୍ବର: ଡିସେମ୍ବର ୨୦ (ସୋମବାର) ଠାରୁୁ  ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା। ଭୁବନେଶ୍ବର ବିମାନବନ୍ଦରରେ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୫ ଟି ଜିଲ୍ଲାର ରୋଗୀଙ୍କ ଚିକିତ୍ସା ପାଇଁ ଏହି ସେବା ଆରମ୍ଭ ହେବ ।

Spread the love