
ଭୁବନେଶ୍ବର: ଦୁର୍ବଳ ମୌସୁମୀ ପ୍ରଭାବରେ ଆଉ ୩ ଦିନ ଗରମ ଓ ଗୁଳୁଗୁଳି ଜାରି ରହିବ। ସେପ୍ଟେମ୍ବର ୪ରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେପ୍ଟେମ୍ବର ୪ ତାରିଖରେ ବର୍ଷା ଯୋଗୁ ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରାଯାଇଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଛି। ଓଡ଼ିଶାର ୬ଟି ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍