
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇପାରେ । ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଲଗାତର ଦୁଇଦିନ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏଥିପାଇଁ ରାଜ୍ୟର ୧୧ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବର୍ଷା ହେବା ନେଇ କୁହାଯାଇଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍