କଳାହାଣ୍ଡି,୧୭/୧: ଏଥର ଭିଜିଲାନ୍ସ ଜାଲରେ ପଡିଛନ୍ତି ପୂର୍ବତନ ବିଧାୟକ ଅନାମ ନାୟକ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ତାଙ୍କ ଘରେ ଚଢ଼ଉ କରିଛି। ଭବାନୀପାଟଣାସ୍ଥିତ ତାଙ୍କ ବାସଭବନରେ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଏ ନେଇ ଭିଜିଲାନ୍ସ ଡିଏସପି ସତ୍ୟବାନ ମହାନନ୍ଦ ସୂଚନା ଦେଇଛନ୍ତି।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି