April 18, 2025

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଅନୁଗୁଳ: ଅନୁଗୁଳ-ସମ୍ବଲପୁର ରାସ୍ତା ଜରପଡ଼ା ଥାନା ଅନ୍ତର୍ଗତ ଭାଗିରଥୀପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି।

ମୃତକ ଦ୍ୱୟ ହେଲେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ଡ୍ରାଇଭର ଓ ହେଲ୍‌ପର୍‌ ବୋଲି ସୂଚନା ମିଳିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ।

Spread the love