March 10, 2026

୧୫ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା, ୧୦ ଡିଗ୍ରୀ ତଳେ ସୋନପୁର

 

ଭୁବନେଶ୍ୱର: ଶୀତରେ ଥରୁଛି ସାରା ରାଜ୍ୟ। ଖସୁଛି ପାରଦ, ବଢୁଛି ଥଣ୍ଡା। ଆଜି ୧୫ ଡିଗ୍ରୀ ତଳେ ରାଜ୍ୟର ୧୧ଟି ସହରର ତାପମାତ୍ରା।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯.୬ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରହିଛି।

Spread the love