ବାରିପଦା: ୪ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଥିବା ଜଣାଯାଇଛି। ବାରିପଦା ଟାଉନ ଥାନା ଅଞ୍ଚଳରେ ଘଟିଛି ଏପରି ଲଜ୍ଜାଜନକ ଘଟଣା। ମିଳିଥିବା ସୂଚନା ଅନୁସାରେ ନିକଟସ୍ଥ ଏକ ଜଙ୍ଗଲକୁ ବୁଲାଇନେବା ବାହାନାରେ ଦୁଷ୍କର୍ମକାରୀ ଏପରି କରିଥିବା ଜଣାପଡ଼ିଛି। ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍