March 25, 2026

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

 

ଭୁବନେଶ୍ୱର: ଆଜି ବିଧାନସଭା ଆଗରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ବାହାରେ ଜଣେ ଦମ୍ପତି ଦେହରେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଦମ୍ପତିଙ୍କ ଘର ନୟାଗଡରେ ବୋଲି ଜଣାପଡିଛି। ତେବେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ୍‌ ତାଙ୍କୁ କାବୁ କରିଥିଲା।

Spread the love