February 14, 2026

ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

 

ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଏନେଇ ପ୍ରେସ୍ ରିଲିଜ ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ହେଉଛନ୍ତି ପ୍ରଦୀପ ପାଣିଗ୍ରାହୀ।

Spread the love