April 16, 2026

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

 

ପାରଳାଖେମୁଣ୍ଡି: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକ ଦୁଷ୍ମନ୍ତ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଭିଜିଲାନ୍ସ ଟିମ୍ ଦୁଷ୍ମନ୍ତ ନାୟକଙ୍କ ପୈତୃକ ଗ୍ରାମ ଜଙ୍ଗଲପାଡୁ ସମେତ ପାରଳାଖେମୁଣ୍ଡି ସହରର ୮ଟି ସ୍ଥାନରେ ଚଢାଉ ଆରମ୍ଭ କରିଥିଲା। ସେ ଶିକ୍ଷକ ଥିବା ଏସ. ରାଉତପୁର ସ୍କୁଲ ଏବଂ ରାୟଗଡ ଜିଲ୍ଲା ଗୁଣପୁର ଶ୍ବଶୁର ଘର ଆଦି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି।

Spread the love