satyanews 5 years ago 1 min read ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୧୦୭୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୯୪୬ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୪୯୩୩୦ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୩୯୬୧୫ ଜଣ ସୁସ୍ଥ ହୋଇସାରିଛନ୍ତି । ୨୭୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆକ୍ଟିଭ୍ କେସ୍ ରହିଛି ୯୪୧୯ । Spread the love Continue Reading Previous ଘରକୁ ଯାଇ ଏତଲା ଆଣିବ ପୋଲିସNext ଆଜି ଭାରତରେ ପହଞ୍ଚିବ ଆଉ ୩ଟି ରାଫେଲ ବିମାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. More Stories Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ 10 months ago satyanews Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ 10 months ago satyanews Breaking news ଅପରାଧ ଓଡିଶା ମୁଖ୍ୟ ରାଜ୍ୟ 1 min read ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍ 11 months ago satyanews
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍