ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି