February 29, 2024

Satya News

odia news channel

ଆଜି କରୋନାରେ ଓଡ଼ିଶାରେ ୧୫ ଜଣଙ୍କ ମୃତ୍ୟୁ

Coronavirus. COVID-19. 3D Render

 

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି।

 

Spread the love