April 20, 2024

Satya News

odia news channel

ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୫୯ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Spread the love