February 25, 2024

Satya News

odia news channel

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେଲପାହାଡ଼ର ଅବକାରୀ ସବ-ଇନସ୍ପେକ୍ଟର ଦେବେନ୍ଦ୍ର ପ୍ରହରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ

 

ବ୍ରଜରାଜନଗର : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେଲପାହାଡ଼ର ଅବକାରୀ ସବ-ଇନସ୍ପେକ୍ଟର ଦେବେନ୍ଦ୍ର ପ୍ରହରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଥିବାର ଖବର ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ର ଅବକାରୀ ଅଫିସ, ସମ୍ବଲପୁରର କଲ୍ୟାଣୀ ନଗର ବାସଭବନ, ଅବକାରୀ ଅଫିସ ଓ ଗୋବିନ୍ଦତୋଲାରେ ଥିବା ଶୁଶୁର ଘରେ ୪ଟି ଭିଜିଲାନ୍ସ ଟିମ୍ ଏକାସାଙ୍ଗରେ ଚଢ଼ାଉ ଜାରି ରଖିଛନ୍ତି। ସକାଳ ୬ଟାରୁ ୪ଟି ୪ଟି ସ୍ଥାନରେ ଚଢ଼ାଉ ଜାରି ରଖିଥିବାବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛନ୍ତି।

Spread the love