October 18, 2024

Satya News

odia news channel

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧ ହଜାର ୯୫୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୯ ହଜାର ୯୦୦ ଟଙ୍କା ରହିଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୩୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୫୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୫୦୦ ଟଙ୍କାରେ କାରବାର ହେଉଛି ।ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।

Spread the love