February 28, 2024

Satya News

odia news channel

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ନିର୍ଯାତନା ଘଟଣା: ମୁଖ୍ୟ ଅଭିଯୁକ୍ତ ସୁରେଶ ଥାନାରେ ଅଟକ

 

ଭୁବନେଶ୍ୱର: ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ନିର୍ଯାତନା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାଙ୍କୁ ଅଟକ ରଖାଯାଇଛି। ସୁରେଶଙ୍କୁ ପୋଲିସ ପଚରାଉଚରା କରୁଥିବା ନେଇ ସୂଚନା ମିଳିଛି। ତେବେ ସୁରେଶ ପଳାସପଲ୍ଲୀ ଭିନ୍ନକ୍ଷମ ମହାସଂଘର ସମ୍ପାଦକ ଥିବା ଜଣାପଡ଼ିଛି।

Spread the love