March 10, 2026

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

 

ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ ହୋଇଯାଇଛି। ଜଟଣୀ ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।

ରାଜୁ ମିଶ୍ରଙ୍କ ପରଲୋକ ନେଇ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି। ଘରେ ବସି ଥିବାବେଳେ ହୃଦ୍‌ଘାତରେ ଟଳି ପଡ଼ିଥିଲେ ରାଜୁ ମିଶ୍ର।

Spread the love