January 13, 2026

କ୍ଲାସ୍‌ ରୁମ୍‌ରୁ ମିଳିଲା କିରାଣିଙ୍କ ଝୁଲନ୍ତା ମୃତଦେହ

 

ସମ୍ବଲପୁର: କଲେଜ କ୍ଲାସ୍‌ ରୁମ୍‌ରୁ ମିଳିଲା କିରାଣିଙ୍କ ଝୁଲନ୍ତା ମୃତଦେହ। ସମ୍ବଲପୁରର ଏକ କଲେଜ କ୍ଲାସ୍‌ ରୁମ୍‌ରୁ ଜଣେ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।

ଫ୍ୟାନ୍‌ରେ ତାଙ୍କ ମୃତଦେହ ଝୁଲୁଥିଲା। ଅଧିକ କାର୍ଯ୍ୟ ଚାପରେ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

Spread the love