ପୁରୀ,୧୬/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଏଥିସହ ପୁରୀବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ନବୀନ ପ୍ରକାଶ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ୫-ଟି ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଏବଂ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍