କଟକ: ଆଜି କାର୍ତ୍ତିକ ମାସର ପବିତ୍ର ବଡ଼ ଓଷା। କଟକର ପ୍ରସିଦ୍ଧ ବାବା ଧବଲେଶ୍ୱରଙ୍କର ହେବ ବହୁ ପ୍ରତିକ୍ଷିତ କିରାତଅର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ବାବାଙ୍କ ଏହି ଦୁର୍ଲଭ ବେଶ ହେବାକୁ ଯାଉଛି। ବଡଓଷାରେ ବାବାଙ୍କ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଏଥର ଭକ୍ତ ବଡ ଓଷାରେ ବାବାଙ୍କୁ ଦର୍ଶନ ତ କରିପାରିବେନି । ତା ସହ ଏହି ଦୁର୍ଲଭ ବେଶ ଦର୍ଶନରୁ ମଧ୍ୟ ବଞ୍ଚିତ ହୋଇଛନ୍ତି।
ଭୋର୍ ୪ଟାରୁ ପହଡ଼ ଖୋଲାଯାଇ ସମସ୍ତ ରୀତିନୀତି ସମ୍ପନ୍ନ ହୋଇଛି। ପରେ ବାବାଙ୍କ ଏହି ବେଶ କରାଯାଇଛି। ତେବେ ଏଥର କିନ୍ତୁ ବାବାଙ୍କୁ କିରାତଅର୍ଜୁନ ବେଶରେ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ।
More Stories
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ
ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ