
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୦୧ ରହିଛି।
ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍