April 24, 2026

ଦିନକରେ ୧,୪୭୦ ପଜିଟିଭ୍‌ ଚିହ୍ନଟ

 

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Spread the love