
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୩୫ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୧୯୩ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୪୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।
ଆଜିର ତଥ୍ୟକୁ ମିଶାଇ ରାଜ୍ୟରେଳ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ ହୋଇଥିବାବେଳେ ୩୨୩୧ ଆକ୍ଟିଭ କେସ ରହିଛି। ୩,୧୮,୨୭୮ ସୁସ୍ଥ ହୋଇ ଘରକୁ ଫେରିଲେଣି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍