January 12, 2026

ଓଡ଼ିଶାକୁ କୃଷି କର୍ମଣ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ତୁମକୁରୁ,୩/୧: କୃଷି କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଓଡ଼ିଶାକୁ କୃଷି କର୍ମଣ ପୁରସ୍କାର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କର୍ଣ୍ଣାଟକର ତୁମକୁରୁରେ ଆୟୋଜିତ ଏହି ପୁରସ୍କାର ପ୍ରଦାନ ସମାରୋହରେ କୃଷିମନ୍ତ୍ରୀ ଅରୁଣ ସାହୁ ଯୋଗଦେଇ କୋଟିଏ ଟଙ୍କାର ପୁରସ୍କାର ଗ୍ରହଣ କରିଛନ୍ତି। କାର୍ଯ୍ୟକ୍ରମରେ କୃଷି ଉତ୍ପାଦନ କମିସନର ପ୍ରଦୀପ୍ତ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପିଏମ କିଷାନ ସମ୍ମାନ ନିଧି ଯୋଜନା ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ ହୋଇଛି। ୬ କୋଟି ହିତାଧିକାରୀ ତୃତୀୟ କିସ୍ତି ବାବଦକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ।

Spread the love