June 27, 2025

ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ: ନେତାଜୀଙ୍କ ୧୨୬ତମ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟରେ ପହଞ୍ଚି ସଂଗ୍ରହାଳୟରେ ପତାକା ଉତ୍ତୋଳନ କରିବା ସହ ସଂଗ୍ରହାଳୟ ପରିସର ବୁଲି ଦେଖିଥିଲେ।

Spread the love