satyanews 5 years ago 1 min read ଭଦ୍ରକ: ଡ୍ୟୁଟିରେ ଥିବାବେଳେ OSAPର ୩ଜଣ ଯବାନ ନିଆଁରେ ପୋଡ଼ି ହୋଇ ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ପୁରୁଣା ବଜାର ଥାନାରେ ଡ୍ୟୁଟିରେ ଥିବାବେଳେ ଏହି ୩ ଯବାନ ପୋଡ଼ି ହୋଇ ଯାଇଛନ୍ତି। ଗୁରୁତର ଅବସ୍ଥାରେ ୩ ଯବାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। Spread the love Continue Reading Previous ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୧୯ କରୋନା ପଜିଟିଭNext ଦୀପାବଳି ପୂର୍ବରୁ ବଢ଼ିଲା ସୁନା ଦର Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. More Stories Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ 4 months ago satyanews Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ 4 months ago satyanews Breaking news ଅପରାଧ ଓଡିଶା ମୁଖ୍ୟ ରାଜ୍ୟ 1 min read ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍ 5 months ago satyanews
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍