April 17, 2024

Satya News

odia news channel

ନିଆଁରେ ପୋଡ଼ି ହୋଇ ତିନି OSAP ଯବାନ ଗୁରୁତର

 

ଭଦ୍ରକ: ଡ୍ୟୁଟିରେ ଥିବାବେଳେ OSAPର ୩ଜଣ ଯବାନ ନିଆଁରେ ପୋଡ଼ି ହୋଇ ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ପୁରୁଣା ବଜାର ଥାନାରେ ଡ୍ୟୁଟିରେ ଥିବାବେଳେ ଏହି ୩ ଯବାନ ପୋଡ଼ି ହୋଇ ଯାଇଛନ୍ତି। ଗୁରୁତର ଅବସ୍ଥାରେ ୩ ଯବାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

Spread the love