September 15, 2025

ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା

 

ଭୁବନେଶ୍ୱର: ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା। ଯେତେବେଳେ ବି ପରୀକ୍ଷା ହେବ, ତାହା ଅଫ୍‌ଲାଇନ୍‌ରେ ହିଁ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ ଏହା କହିଛନ୍ତି।

ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ CBSE ନିଷ୍ପତ୍ତି ନେଇଛି। ତେଣୁ ସେହି ଆଧାରରେ ରାଜ୍ୟରେ ବି ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ପରୀକ୍ଷା ନିହାତି ବିଳମ୍ବରେ ହେବ, କିନ୍ତୁ ତା ପୂର୍ବରୁ ପାଠପଢ଼ା ହେବ ବୋଲି ମନ୍ତ୍ରୀ କହିଛନ୍ତି।

Spread the love