ଭୁବନେଶ୍ୱର: ଅଫ୍ଲାଇନ୍ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା। ଯେତେବେଳେ ବି ପରୀକ୍ଷା ହେବ, ତାହା ଅଫ୍ଲାଇନ୍ରେ ହିଁ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ ଏହା କହିଛନ୍ତି।
ଅଫ୍ଲାଇନ୍ରେ ପରୀକ୍ଷା ପାଇଁ CBSE ନିଷ୍ପତ୍ତି ନେଇଛି। ତେଣୁ ସେହି ଆଧାରରେ ରାଜ୍ୟରେ ବି ଅଫ୍ଲାଇନ୍ରେ ପରୀକ୍ଷା ହେବ। ପରୀକ୍ଷା ନିହାତି ବିଳମ୍ବରେ ହେବ, କିନ୍ତୁ ତା ପୂର୍ବରୁ ପାଠପଢ଼ା ହେବ ବୋଲି ମନ୍ତ୍ରୀ କହିଛନ୍ତି।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି