ଭୁବନେଶ୍ୱର: ଅଫ୍ଲାଇନ୍ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା। ଯେତେବେଳେ ବି ପରୀକ୍ଷା ହେବ, ତାହା ଅଫ୍ଲାଇନ୍ରେ ହିଁ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ ଏହା କହିଛନ୍ତି।
ଅଫ୍ଲାଇନ୍ରେ ପରୀକ୍ଷା ପାଇଁ CBSE ନିଷ୍ପତ୍ତି ନେଇଛି। ତେଣୁ ସେହି ଆଧାରରେ ରାଜ୍ୟରେ ବି ଅଫ୍ଲାଇନ୍ରେ ପରୀକ୍ଷା ହେବ। ପରୀକ୍ଷା ନିହାତି ବିଳମ୍ବରେ ହେବ, କିନ୍ତୁ ତା ପୂର୍ବରୁ ପାଠପଢ଼ା ହେବ ବୋଲି ମନ୍ତ୍ରୀ କହିଛନ୍ତି।
More Stories
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ
ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ