
ଢେଙ୍କାନାଳ: ପୋଖରୀକୁ ଗାଧୋଇବାକୁ ଯାଇ ଥିବାବେଳେ ବୁଡ଼ିଗଲେ ଦୁଇ ନାବାଳିକା। ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ କରମୁଳ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ୱୟ ହେଳେ-ଅନିତା ମଲ୍ଲିକ ଓ ଅଙ୍କିତା ମଲ୍ଲିକ। ଏମାନେ ଦୁଇ ସାଙ୍ଗ ବୋଲି ଜଣାପଡ଼ିଛି। ଉଭୟଙ୍କ ବୟସ ୧୦ ବର୍ଷ।
ଅନିତା ଓ ଅଙ୍କିତା ଗାଁର ଗୋଡ଼ିପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ହଠାତ ଗୋଡ଼ ଖସି ଯିବାରୁ ଦୁହେଁ ପାଣି ଭିତରେ ବୁଡ଼ି ଯାଇଥିଲେ। ପରେ ଅଗ୍ନିଶମ ବାହିନୀ ଓ ଗ୍ରାମବାସୀଙ୍କ ଦ୍ୱାରା ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିଲା।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍