February 23, 2024

Satya News

odia news channel

ପୁଣି ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍

 

ଭୁବନେଶ୍ୱର : ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ନେଇ ସୂଚନା ମିଳିଛି । ବରଗଡ ପଦ୍ମପୁର ଉପଖଣ୍ଡ ରାଜବୋଡା ସମ୍ବର ବ୍ଲକ ଦହିତା ପିଇଓ ପୁରନ୍ଦର ଭୋଇଙ୍କ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ  । ଏଥିସହ ପଦ୍ମପୁରସ୍ଥିତ ଆଉ ଏକ ଭଡା ଘରେ ମଧ୍ୟ ଚଢାଉ ହୋଇଛି ।  ପୁରନ୍ଦରଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ଅଭିଯୋଗ ହୋଇଥିଲା ।

Spread the love