September 7, 2024

Satya News

odia news channel

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଏହାଛଡ଼ା ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ। ନାସିକରୁ ପିଆଜ କୁଇଣ୍ଟାଲ ପିଛା ୨୯୩୫ ଟଙ୍କାରେ କିଣା ଯାଉଛି। ପରିବହନ ଖର୍ଚ୍ଚ ସହିତ ଖୁଚୁରା ମାର୍କେଟ କିଲୋ ପିଛା ଦର ୪୦ ଟଙ୍କା ରହିଛି ।

Spread the love