satyanews 4 years ago 1 min read ଭୁବନେଶ୍ୱର: ଶପଥ ନେଲେ ୨ ନବ ନିର୍ବାଚିତ ବିଧାୟକ। ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଶପଥ ନେଇଛନ୍ତି। ନିର୍ବାଚିତ ବିଧାୟକଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି। ୨୦ ତାରିଖ ବିଧାନସଭା ଅଧିବେଶନରେ ଉଭୟେ ଭାଗ ନେବେ। Spread the love Continue Reading Previous ଫାଇନାଲ ସେମିଷ୍ଟାର ପରୀକ୍ଷା କରାଇବା ଦାବିରେ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ବିପିୟୁଟି ଛାତ୍ରNext ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନାଁ ନେଇନାହିଁ: ଲେଖାଶ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. More Stories Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ 1 month ago satyanews Breaking news ଓଡିଶା ଭୁବନେଶ୍ୱର ମୁଖ୍ୟ ରାଜ୍ୟ 1 min read ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ 1 month ago satyanews Breaking news ଅପରାଧ ଓଡିଶା ମୁଖ୍ୟ ରାଜ୍ୟ 1 min read ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍ 2 months ago satyanews
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍