ପୁରୀ: ଭକ୍ତଙ୍କ ଡାକ ଶୁଣିଛି କାଳିଆ। ଦର୍ଶନ ଦେବ ଅପେକ୍ଷାରତ ଆତୁର ଭକ୍ତଙ୍କୁ। ଶେଷରେ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିବ। ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ଭକ୍ତ ସିଧାସଳଖ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ।
ପ୍ରଥମ ଦୁଇ ଦିନ ସେବାୟତଙ୍କ ପରିବାରକୁ ଅନୁମତି ମିଳିବ । ଦୁଇ ଦିନ ପରେ ପୁରୀ ସହର ବାସୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିପାରିବେ । ସକାଳୁ ସଂଧ୍ୟା ପର୍ଯ୍ୟନ୍ତ ପୁରୀବାସୀଙ୍କୁ ପର୍ଯ୍ୟାୟ କ୍ରମେ ଅନୁମତି ଦିଆଯିବ । ସାମାଜିକ ଦୂରତ୍ୱ ଓ କୋଭିଡ ଗାଇଡ୍ ଲାଇନରେ ଲୋକେ ଶୃଙ୍ଖଳିତ ଭାବେ ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ।
More Stories
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ
ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ