February 23, 2024

Satya News

odia news channel

ସ୍ୱାଭିମାନ ଅଞ୍ଚଳରେ ପୁଲିସ-ମାଓବାଦୀ ଗୁଳିବିନିମୟ

 

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ପୋଲିସ ମାଓବାଦୀ ଗୁଳିବିନିମୟ ଘଟିଛି । ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି । ଆଜି ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିବା ପରେ  ଗୁଳିବିନିମୟ ରେ ଜଣେ ହାର୍ଡକୋର ମାଓବାଦୀ ମୃତ୍ୟୁ ସହ ବନ୍ଧୁକ ଓ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି ।

ମୃତକ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି

Spread the love