କଳାହାଣ୍ଡି,୧୭/୧: ଏଥର ଭିଜିଲାନ୍ସ ଜାଲରେ ପଡିଛନ୍ତି ପୂର୍ବତନ ବିଧାୟକ ଅନାମ ନାୟକ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ତାଙ୍କ ଘରେ ଚଢ଼ଉ କରିଛି। ଭବାନୀପାଟଣାସ୍ଥିତ ତାଙ୍କ ବାସଭବନରେ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଏ ନେଇ ଭିଜିଲାନ୍ସ ଡିଏସପି ସତ୍ୟବାନ ମହାନନ୍ଦ ସୂଚନା ଦେଇଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍