April 24, 2026

 

ଭୁବନେଶ୍ବର : ଶନିବାର ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହା ଭର୍ଚୁଆଲ୍‌ ମାଧ୍ୟମରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ମୋଟ୍‌ ୧୩ଟି ଏଜେଣ୍ଡା ଆସିବ ବୋଲି ସୂଚନା ମିଳିଛି। ତେବେ ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ଭାବେ ଜଣାପଡ଼ି ନାହିଁ।

Spread the love