July 12, 2025

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

 

ଭୁବନେଶ୍ବର : ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ହୋଇଥିବା ବିଦ୍ୟା ଭାରତୀ, ଡିଏଫଓ ଓ ରୋଷେୟାଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିଛି । ଏହି ରିପୋର୍ଟ ଉପରେ ତର୍ଜମା କରୁଛନ୍ତି ତଦନ୍ତକାରୀ ଟିମ । ପୁରୁଣା ବୟାନ ସହ ଲାଏ ଡିଟେକ୍ସନ ରିପୋର୍ଟକୁ ଅନୁଧ୍ୟାନ କରୁଛି ଟିମ ।

Spread the love