April 29, 2026

ଡେଲଟା ଭାରିଏଣ୍ଟକୁ ନେଇ ଆତଙ୍କିତ ହେବାର କୌଣସି କାରଣ ନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

 

ଭୁବନେଶ୍ବର: ୟୁରୋପ ଏବଂ ଚୀନରେ ଯେଉଁ ଲହର ହେଉଛି ତାହା ଡେଲଟା ଭାରିଏଣ୍ଟ। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ୟୁରୋପୀୟ ଦେଶରେ ବଢୁଛି ସଂକ୍ରମଣ କିନ୍ତୁ ଆମେ ଆତଙ୍କିତ ହେବାର କିଛି କାରଣ ନାହିଁ। କାହିଁକି ନା ଦ୍ବିତୀୟ ଲହରରେ ଡେଲଟା ଭାରିଏଣ୍ଟକୁ ଆମେ ସାମ୍ନା କରି ସାରିଛେ। ଏହା ବାଦ ଆମର ଇମିନ୍ୟୁଟି ମଧ୍ୟ ଅଧିକ ରହିଛି। ତେଣୁ ଆତଙ୍କିତ ହେବାର ନାହିଁ।

Spread the love