ଡେସ୍କ: ଦେଶରେ ଦିନକରେ ଆଉ ୭,୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୪୭,୧୪୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୯୬୫ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୫୬,୭୪୫ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସପ୍ତାହିକ ସଂକ୍ରମିତ ହାର ୦.୧୩%। ସେହିପରି ଆଉ ୯ ହଜାର ୬୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୮,୬୫,୦୧୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୮% ରହିଛି।
More Stories
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି
ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର