
ରାଇରଙ୍ଗପୁର,୨୫/୦୬ : ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଦଲସରା ଗ୍ରାମ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।
ସୂଚନାନୁସାରେ, ରେଳ ଧାରଣାରେ ଜଣେ ଯୁବକଙ୍କ ମୃତଦେହ ପଡିଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ମୃତ ଯୁବକ ହେଲେ ଦଲସରା ଗ୍ରାମ ଚାଇବସା ସାହିର ସୁରେଇ ହେମ୍ବ୍ରମ । ତେବେ ତାଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି । ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍