April 29, 2026

୧୦ ତାରିଖ ଆଡ଼କୁ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

 

ନୂଆଦିଲ୍ଲୀ: ଆଗାମୀ ଅକ୍ଟୋବର ୧୦ ବେଳକୁ ଉତ୍ତର ଆଣ୍ଡାମାନ୍‌ ସମୁଦ୍ର ଉପରେ ଗୋଟାଏ ଲଘୁଚାପ କ୍ଷେତ୍ର ସଂଘଠିତ ହେବାର ଖୁବ୍‌ ସମ୍ଭାବନା ଥିବା କଥା ପାଣିପାଗ ବିଭାଗ କହିଛି।
ଏହା ଅଧିକ ସୁସ୍ପଷ୍ଟ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିବାସ ସହ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଆଡ଼କୁ ଗତି କରିବ।

Spread the love